Sunday, October 25, 2026
20.1 C
Odisha

    ଆସ୍ଥା ଭୋଟ ରେ ନୀତିଶ ପାସ: କକ୍ଷତ୍ୟାଗ କଲେ ବିରୋଧୀ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଆସ୍ଥାଭୋଟରେ ବିଜୟୀ ହୋଇଛନ୍ତି ନୀତୀଶ କୁମାର । ସପକ୍ଷରେ ୧୨୯ଟି ଭୋଟ ପଡ଼ିଥିବାବେଳେ ବିରୋଧୀ ଦଳ ଆସ୍ଥାଭୋଟ ପୂର୍ବରୁ କକ୍ଷତ୍ୟାଗ କରିଥିଲେ । ଆସ୍ଥାଭୋଟ ପୂର୍ବରୁ ନୀତୀଶ କୁମାର ଗୃହରେ ଆରଜେଡିକୁ ଟାର୍ଗେଟ କରି କହିଥିଲେ ଯେ, ଆମେ ସେମାନଙ୍କୁ ସମ୍ମାନ ଦେଇଥିଲୁ ଏବଂ ଆମେ ଜାଣିବାକୁ ପାଇଲୁ ଯେ ଏହି ଲୋକମାନେ ଦୁର୍ନୀତି କରୁଥିଲେ। ବିଜେପି କେବେ ବି ଏପରି କରେନାହିଁ। ଆମେ ରାଜ୍ୟର ସ୍ୱାର୍ଥ ପାଇଁ କାମ କରିବୁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    20.1 ° C
    20.1 °
    20.1 °
    68 %
    1.7kmh
    20 %
    Sun
    20 °
    Mon
    28 °
    Tue
    29 °
    Wed
    24 °
    Thu
    25 °

    ସମ୍ବନ୍ଧିତ