Wednesday, January 22, 2025
16.9 C
Odisha

    ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ନାମାଙ୍କନ ଦାଖଲ କରିବାର ଶେଷ ତାରିଖ ଡିସେମ୍ବର ୧୦

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି ।  ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ।  ୧୦ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । ୧୧ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ଯାଞ୍ଚ । ୧୩ ତାରିଖ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ।`ଆସନ୍ତା ୨୦ ତାରିଖରେ ରାଜ୍ୟସଭା ଉପନିର୍ବାଚନ । ସୁଜିତ କୁମାରଙ୍କ ଇସ୍ତଫା ପରେ ଓଡ଼ିଶାରୁ ଗୋଟିଏ ରାଜ୍ୟସଭା ଆସନ ଖାଲିପଡିଛି ।

    ସେପ୍ଟେମ୍ବର ୬ରେ ସୁଜିତ କୁମାର ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ ।  ତେବେ ତାଙ୍କ ଇସ୍ତଫା ପରେ, ଖାଲି ପଡିଥିବା ଏହି ଆସନ ପାଇଁ ଉପ-ନିର୍ବାଚନ ଅନୁଷ୍ଠିତ ହେଉଛି । ତେଣୁ ବିଜେପି ଏହି ଆସନରୁ କାହାକୁ ପ୍ରାର୍ଥୀ କରିବ ତାକୁ ନେଇ ଚର୍ଚ୍ଚା ବଢିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    16.9 ° C
    16.9 °
    16.9 °
    32 %
    1.4kmh
    0 %
    Tue
    17 °
    Wed
    33 °
    Thu
    33 °
    Fri
    34 °
    Sat
    33 °

    ସମ୍ବନ୍ଧିତ