Sunday, October 4, 2026
24.3 C
Odisha

    ସମ୍ଭାବ୍ୟ ବାତ୍ୟା ପାଇଁ ବୃତ୍ତି ପରୀକ୍ଷା ଘୁଞ୍ଚିଲା

    ଆଗକୁ ପଢନ୍ତୁ

    କଟକ : ସମ୍ଭାବ୍ୟ ବାତ୍ୟା ପାଇଁ ବୃତ୍ତି ପରୀକ୍ଷା ଘୁଞ୍ଚିଲା । ସମ୍ଭାବ୍ୟ ବାତ୍ୟା ପାଇଁ ଏନଆରଟିଏସ ଓ ପ୍ରାଥମିକ ସ୍କଲାରସିପ ପରୀକ୍ଷାକୁ ସ୍ଥଗିତ ରଖିଲା ବୋର୍ଡ । ୨୩ ତାରିଖରେ ଏନଆରଟିଏସ ଓ ୨୫ ତାରିଖରେ ପ୍ରାଥମିକ ସ୍କଲାରସିପ ପରୀକ୍ଷା ହେବାର ଥିଲା । ବାତ୍ୟା ପାଇଁ ଏହାକୁ ଘୁଞ୍ଚାଇ ଦିଆଯାଇଛି । ପରବର୍ତ୍ତୀ ତାରିଖ ସମ୍ପର୍କରେ ପରେ ଅବଗତ କରାଇବ ମାଧ୍ୟମିକ ଶିକ୍ଷା ପରିଷଦ । ନଭେମ୍ବର ୫ ରୁ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତା ଦେଖା ଆରମ୍ଭ ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ