Sunday, May 10, 2026
25 C
Odisha

    ବିଜେଡି ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ବିଜେପି ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବିଜେପି ସରକାର ବିଜେଡି ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।
    ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି, ଫାଇନାନ୍‌ସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟ କାର୍ଯ୍ୟକ୍ରମ ଆରମ୍ଭ ହେବ। ସରକାର ଚଳିତ ବର୍ଷଠାରୁ ଏହି ନୂଆ ଯୋଜନା ପ୍ରଣୟନ କରିବେ। ଯୋଜନାର ନିର୍ଦ୍ଦେଶାବଳୀ ପ୍ରସ୍ତୁତି କାର୍ଯ୍ୟ ଚାଲିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25 ° C
    25 °
    25 °
    83 %
    5kmh
    5 %
    Sun
    25 °
    Mon
    38 °
    Tue
    39 °
    Wed
    41 °
    Thu
    43 °

    ସମ୍ବନ୍ଧିତ