Thursday, May 15, 2025
33.3 C
Odisha

    OAS ସ୍ତରରେ ବଡ଼ ଧରଣର ଅଦଳବଦଳ; ୨୯ ଜଣଙ୍କୁ ଅନ୍ୟତ୍ର ବଦଳି

    ଆଗକୁ ପଢନ୍ତୁ

    OAS ସ୍ତରରେ ବଡ଼ ଧରଣର ଅଦଳବଦଳ । ୨୯ ଜଣ ଓଏଏସଙ୍କୁ ଅନ୍ୟତ୍ର ବଦଳି କରାଯାଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜସ୍ୱ ବିଭାଗରେ OAS ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି । କିଛି ତହସିଲଦାରଙ୍କ ସହ ମୋଟ ୨୯ ଓଏଏସ୍‌ ଅଫିସରଙ୍କ ବଦଳି ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    33.3 ° C
    33.3 °
    33.3 °
    42 %
    0.4kmh
    17 %
    Thu
    40 °
    Fri
    42 °
    Sat
    42 °
    Sun
    42 °
    Mon
    41 °

    ସମ୍ବନ୍ଧିତ