Friday, September 20, 2024
24.1 C
Odisha

    OAS ସ୍ତରରେ ବଡ଼ ଧରଣର ଅଦଳବଦଳ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବରିଷ୍ଠ ଓଏଏସ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି । ପ୍ରତାପ ମିଶ୍ର ହେଲେ ପବ୍ଲିକ ଏଣ୍ଟରପ୍ରାଇଜେସ୍ ବିଭାଗ ସ୍ବତନ୍ତ୍ର ସଚିବ । ଲାଲା ମନୋଜ ରାୟଙ୍କୁ ଗୋପବନ୍ଧୁ ଏକାଡେମୀ ଅଫ ଆଡମିନଷ୍ଟ୍ରେସନର ଡେପୁଟି ଡିଜି (ପ୍ରଶାସନ) ଭାବେ ନିଯୁକ୍ତି ମିଳିଛି । ସେହିପରି ପ୍ରଶାନ୍ତ କିଶୋର ମହାପାତ୍ରଙ୍କୁ ଉଚ୍ଚ ଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି ।ପ୍ରତାପ ଚନ୍ଦ୍ର ହୋତାଙ୍କୁ ସଂସଦୀୟ ବ୍ୟାପାର ବିଭାଗର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ଏସ. କେ ଜମିରୁଦ୍ଦିନ ହେଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ସଚିବ । ରବୀନ୍ଦ୍ର ସେଠୀ ଓଡ଼ିଶା ବନ ନିଗମର ମହାପ୍ରବନ୍ଧକ ଭାବେ ନିଯୁକ୍ତ ହୋଇଛନ୍ତି । ଦୀନକୃଷ୍ଣ କର ହେଲେ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଯୁଗ୍ମ ସଚିବ । ମୋଟ ୨୬ ଜଣ ବରିଷ୍ଠ ଓଏଏସ ଅଧିକାରୀଙ୍କ ବଦଳି ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.1 ° C
    24.1 °
    24.1 °
    91 %
    1kmh
    100 %
    Thu
    24 °
    Fri
    31 °
    Sat
    31 °
    Sun
    30 °
    Mon
    30 °

    ସମ୍ବନ୍ଧିତ