Thursday, March 26, 2026
26.8 C
Odisha

    ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପ୍ରସ୍ତୁତିର ସମୀକ୍ଷା କଲେ ପଣ୍ଡିଆନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: 5T ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ସନ୍ଧ୍ୟାରେ ଜନତା ମୈଦାନ ଓ ଅକ୍ଷର ଭୂମି ପରିଦର୍ଶନ କରି ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପାଇଁ ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି। ସୂଚନାଯୋଗ୍ୟ ଯେ, ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀରେ ରାଜ୍ୟର ସମସ୍ତ ବ୍ଲକ ଓ ଗ୍ରାମ ପଞ୍ଚାୟତକୁ ଯୋଡିବା ସହିତ ଗୁରୁତ୍ୱପୂର୍ଣ୍ଣ ଅଧିବେଶନ ଗୁଡିକର ଲାଇଭ ଷ୍ଟ୍ରିମିଙ୍ଗ, ଭାଷା ଓ ଏହାର ଭବିଷ୍ୟତ ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦେବା ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ। ଏହି ସମ୍ମିଳନୀରେ ଭାଷା ସମ୍ପର୍କରେ ଯେଉଁ ପ୍ରସ୍ତାବ ଗୃହୀତ ହେବ, ତାକୁ ଭିତ୍ତି କରି ଗୁରୁତ୍ୱପୂର୍ଣ୍ଣ ନୀତି ନିର୍ଦ୍ଧାରଣ କରି ଭବିଷ୍ୟତ କାର୍ଯ୍ୟପନ୍ଥା ଗ୍ରହଣ କରିବାକୁ ସେ ପରାମର୍ଶ ଦେଇଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.8 ° C
    26.8 °
    26.8 °
    35 %
    2.2kmh
    0 %
    Thu
    27 °
    Fri
    39 °
    Sat
    39 °
    Sun
    41 °
    Mon
    41 °

    ସମ୍ବନ୍ଧିତ