Thursday, September 10, 2026
24.6 C
Odisha

    ରାଜ୍ୟରେ ବଢ଼ିଲା ତାତି: ୩୬ ଡିଗ୍ରୀ ଉପରେ ୩ ସ୍ଥାନର ତାପମାତ୍ରା

    ଆଗକୁ ପଢନ୍ତୁ

    ଫେବ୍ରୁଆରୀ ଆରମ୍ଭରୁ ଶୀତ ଉଭାନ ହୋଇଥିବା ଯୋଗୁଁ ରାତିରେ ବି ଆଉ ଥଣ୍ଡା ହେଉନାହିଁ। ଏବେଠାରୁ ଟାଣ ଖରା ଆରମ୍ଭ ହୋଇଯାଇଥିବା ବେଳେ ଉଭୟ ଦିନ ଓ ରାତିରେ ଏବେଠାରୁ ଫ୍ୟାନ/ଏସି ଲୋଡ଼ା ପଡ଼ିଲାଣି। ଖରାର ପ୍ରକୋପ ଯୋଗୁଁ ବର୍ତ୍ତମାନ ଅଧିକାଂଶ ସ୍ଥାନରେ ତାପମାତ୍ରା ୩୬ ଡିଗ୍ରୀ ଉପରେ ରହିଛି। ବୁଧବାର ରାଜ୍ୟର ଅଧିକାଂଶ ସ୍ଥାନରେ ଟାଣଖରା ଅନୁଭୂତ ହୋଇଛି। ରାଜ୍ୟର ୩ଟି ସ୍ଥାନରେ ତାପମାତ୍ରା ୩୬ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଭୁବନେଶ୍ବର ସର୍ବାଧିକ ୩୬.୪ ଡିଗ୍ରୀ ରେକର୍ଡ କରାଯାଇଛି। ଏହା ତଳକୁ ଟିଟଲାଗଡ଼ ଓ ଭବାନୀପାଟଣାର ତାପମାତ୍ରା ୩୬ ଡିଗ୍ରୀ ଲେଖାଏଁ ରେକର୍ଡ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    93 %
    1.6kmh
    100 %
    Wed
    25 °
    Thu
    26 °
    Fri
    26 °
    Sat
    29 °
    Sun
    27 °

    ସମ୍ବନ୍ଧିତ