Monday, April 27, 2026
28.7 C
Odisha

    ଦୀପାବଳି ପରେ ହୋଇପାରେ ରାଜ୍ୟ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଦୀପାବଳି ପରେ ହେବ କି ରାଜ୍ୟ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ । ଏନେଇ ଆରମ୍ଭ ହୋଇଯାଇଛି ଚର୍ଚ୍ଚା । ଏବେ ଅନେକ ଜିଲ୍ଲାକୁ ମନ୍ତ୍ରୀପଦ ମିଳିନାହିଁ । ଅନେକ ବରିଷ୍ଠ ନେତା ମଧ୍ୟ ମନ୍ତ୍ରିମଣ୍ଡଳରେ ସାମିଲ ହେବାକୁ ଅପେକ୍ଷାରେ ରହିଛନ୍ତି । ସେହିପରି ମୁଖ୍ୟମନ୍ତ୍ରୀଙ୍କ ସମେତ ଅନେକ ମନ୍ତ୍ରୀଙ୍କ ପାଖରେ ଦୁଇରୁ ଅଧିକ ବିଭାଗ ରହିଛି । ଏସବୁ ଉପରେ ବିଚାରବିମର୍ଶ କରି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣର ବ୍ଲପ୍ରିଣ୍ଟ ପ୍ରସ୍ତୁତ କରାଯାଇଥିବା କୁହାଯାଉଛି । ଏବେ କେବଳ ଗ୍ରୀନ ସିଗନାଲକୁ ଅପେକ୍ଷା ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.7 ° C
    28.7 °
    28.7 °
    59 %
    2.9kmh
    10 %
    Sun
    30 °
    Mon
    43 °
    Tue
    44 °
    Wed
    44 °
    Thu
    42 °

    ସମ୍ବନ୍ଧିତ