Sunday, July 6, 2025
24 C
Odisha

    ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଓଡ଼ିଶାର ପବିତ୍ର ମାଟିକୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କର ଆଜି ୭୪ତମ ଜନ୍ମଦିନ। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଓଡ଼ିଶା ଗସ୍ତ ଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଓଡ଼ିଶାବାସୀଙ୍କ ତରଫରୁ ସ୍ବାଗତ କରିଛନ୍ତି। ଏନେଇ ନିଜର ସୋସିଆଲ୍ ମିଡିଆ ଏକାଉଣ୍ଟ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଓଡ଼ିଶାର ପବିତ୍ର ମାଟିକୁ ସ୍ୱାଗତ। ତାଙ୍କ ନେତୃତ୍ୱରେ ଭାରତର ଉନ୍ନତି ଓ ସମୃଦ୍ଧିର ଦିଗରେ ଓଡ଼ିଶା ମଧ୍ୟ ନୂଆ ଅଧ୍ୟାୟ ଲେଖୁଛି। ଏହା ପୂର୍ବରୁ ଜନ୍ମଦିନର ଓଡ଼ିଶାବାସୀଙ୍କ ତରଫରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ଶୁଭେଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24 ° C
    24 °
    24 °
    93 %
    2.4kmh
    100 %
    Sun
    25 °
    Mon
    28 °
    Tue
    24 °
    Wed
    24 °
    Thu
    27 °

    ସମ୍ବନ୍ଧିତ