Monday, March 23, 2026
24.7 C
Odisha

    ମୋହନ ମାଝୀ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    କେନ୍ଦୁଝର ବିଧାୟକ ମୋହନ ମାଝୀ ମୁଖ୍ୟମନ୍ତ୍ରୀ । ପାଟଣାଗଡ ବିଧାୟକ କେଭି ସିଂହଦେଓ ଏବଂ ନିମାପଡା ବିଧାୟିକା ପ୍ରଭାତୀ ପରିଡା ହେବେ ଉପ-ମୁଖ୍ୟମନ୍ତ୍ରୀ । ଏନେଇ ଆଜି ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହେଇଛି । ତେବେ ଜଣେ ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଜଣ ଉପ-ମୁଖ୍ୟମନ୍ତ୍ରୀ ଫର୍ମୁଲାରେ ଓଡିଶାରେ ସରକାର ଗଢିବ ବିଜେପି । ଆସନ୍ତାକାଲି ଏହି ନେତାମାନେ ବିଧିବଦ୍ଧ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରିବେ ବୋଲି ଜଣାପଡିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24.7 ° C
    24.7 °
    24.7 °
    35 %
    1.5kmh
    76 %
    Mon
    25 °
    Tue
    36 °
    Wed
    38 °
    Thu
    39 °
    Fri
    39 °

    ସମ୍ବନ୍ଧିତ