Friday, September 18, 2026
25.4 C
Odisha

    ଓଡ଼ିଶାର ୬ ପ୍ରମୁଖ ରେଳ ପ୍ରକଳ୍ପକୁ ଅନୁମୋଦନ: କୃତଜ୍ଞତା ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଓଡ଼ିଶାର ରେଳପଥକୁ ବିକଶିତ କରିବା ନିମନ୍ତେ ୬ ପ୍ରମୁଖ ରେଳ ପ୍ରକଳ୍ପକୁ ଅନୁମୋଦନ ଦେଇଥିବାରୁ ଭାରତର ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ରେଳମନ୍ତ୍ରୀ ଶ୍ରୀ ଅଶ୍ଵିନୀ ବୈଷ୍ଣବଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ହସେ ନିଜର ‘ଏକ୍ସ’ରେ ଲେଖିଛନ୍ତି, ଓଡ଼ିଶାର ରେଳପଥକୁ ବିକଶିତ କରିବା ନିମନ୍ତେ ୬ ପ୍ରମୁଖ ରେଳ ପ୍ରକଳ୍ପକୁ ଅନୁମୋଦନ ଦେଇଥିବାରୁ ଭାରତର ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ରେଳମନ୍ତ୍ରୀ ଶ୍ରୀ ଅଶ୍ଵିନୀ ବୈଷ୍ଣବଙ୍କୁ ଓଡ଼ିଶାବାସୀଙ୍କ ତରଫରୁ ଧନ୍ୟବାଦ ଜଣାଉଛି। ଓଡ଼ିଶାରେ ରେଳ ଭିତ୍ତିଭୂମି ସୁଦୃଢ଼ ହେବା ସହିତ ଏହି ପ୍ରକଳ୍ପ ଓଡ଼ିଶାର ଆକାଂକ୍ଷୀ ଜିଲ୍ଲା ଏବଂ ଆଦିବାସୀ ବହୁଳ ଅଞ୍ଚଳରେ ବିକାଶର ମାଧ୍ୟମ ପାଲଟିବ। ଡବଲ ଇଞ୍ଜିନ ସରକାରରେ ସାଢେ ଚାରିକୋଟି ଓଡ଼ିଆଙ୍କ ସ୍ଵାର୍ଥ ପୂରଣ ସହ ଓଡ଼ିଶାକୁ ପୂର୍ବୋଦୋୟ ବିକାଶର କେନ୍ଦ୍ର ଭାବେ ଗଢିତୋଳିବାର ସ୍ଵପ୍ନ ସାକାର ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.4 ° C
    25.4 °
    25.4 °
    85 %
    1.2kmh
    87 %
    Thu
    25 °
    Fri
    31 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ