Sunday, October 4, 2026
24.3 C
Odisha

    ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଦିଲ୍ଲୀରେ ମାଓ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଦେବେ ଯୋଗ ଦେବେ ସେ। ଏହା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ।
    ୮ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ଅମିତ ଶାହା। ବୈଠକରେ ବିଭିନ୍ନ ରାଜ୍ୟରେ ଚାଲିଥିବା ନକ୍ସଲ ଦମନ ଅଭିଯାନ ଓ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା ହେବ। ବୈଠକରେ ୫ କେନ୍ଦ୍ରମନ୍ତ୍ରୀ, ଡେପୁଟି ଏନ୍ଏସ୍ଏ, କେନ୍ଦ୍ର, ରାଜ୍ୟ ଓ କେନ୍ଦ୍ରୀୟ ସୁରକ୍ଷା ବାହିନୀର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ବୈଠକ ପୂର୍ବରୁ ଆଜି ଅମିତ ଶାହା ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ମାଓ ମୁକାବିଲା ନେଇ ଆଲୋଚନା କରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ