Thursday, December 25, 2025
15.5 C
Odisha

    ଭାରତୀୟ ହକି ଦଳର ୨୦୩୬ ଯାଏଁ ଓଡିଶା ପ୍ରାୟୋଜକ: ୨୦୩୬ ଯାଏଁ ପ୍ରାୟୋଜକ ହେବାକୁ ସରକାରଙ୍କ ଘୋଷଣା

    ଆଗକୁ ପଢନ୍ତୁ

    ଭାରତୀୟ ହକି ଦଳର ୨୦୩୬ ଯାଏଁ ଓଡିଶା ପ୍ରାୟୋଜକ ରହିବ । ୨୦୩୬ ଯାଏଁ ପ୍ରାୟୋଜକ ହେବାକୁ ସରକାର ଘୋଷଣା କରିଛନ୍ତି । ପୂର୍ବରୁ ୨୦୩୩ ଯାଏଁ ପ୍ରାୟୋଜକ ହେବାର ଥିଲା । ଆଉ ୩ ବର୍ଷ ପ୍ରାୟୋଜକ ହେବା ନେଇ ସରକାର ଘୋଷଣା କରିଛନ୍ତି । ୨୦୧୮ରୁ ହକି ଇଣ୍ଡିଆର ପ୍ରାୟୋଜକ ରହିଛି ଓଡିଶା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    15.5 ° C
    15.5 °
    15.5 °
    50 %
    1.4kmh
    0 %
    Thu
    15 °
    Fri
    26 °
    Sat
    27 °
    Sun
    28 °
    Mon
    28 °

    ସମ୍ବନ୍ଧିତ