Saturday, November 7, 2026
26 C
Odisha

    ଭାରତୀୟ ହକି ଦଳର ୨୦୩୬ ଯାଏଁ ଓଡିଶା ପ୍ରାୟୋଜକ: ୨୦୩୬ ଯାଏଁ ପ୍ରାୟୋଜକ ହେବାକୁ ସରକାରଙ୍କ ଘୋଷଣା

    ଆଗକୁ ପଢନ୍ତୁ

    ଭାରତୀୟ ହକି ଦଳର ୨୦୩୬ ଯାଏଁ ଓଡିଶା ପ୍ରାୟୋଜକ ରହିବ । ୨୦୩୬ ଯାଏଁ ପ୍ରାୟୋଜକ ହେବାକୁ ସରକାର ଘୋଷଣା କରିଛନ୍ତି । ପୂର୍ବରୁ ୨୦୩୩ ଯାଏଁ ପ୍ରାୟୋଜକ ହେବାର ଥିଲା । ଆଉ ୩ ବର୍ଷ ପ୍ରାୟୋଜକ ହେବା ନେଇ ସରକାର ଘୋଷଣା କରିଛନ୍ତି । ୨୦୧୮ରୁ ହକି ଇଣ୍ଡିଆର ପ୍ରାୟୋଜକ ରହିଛି ଓଡିଶା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26 ° C
    26 °
    26 °
    62 %
    1.9kmh
    1 %
    Sat
    27 °
    Sun
    27 °
    Mon
    27 °
    Tue
    27 °
    Wed
    27 °

    ସମ୍ବନ୍ଧିତ