Wednesday, July 24, 2024
27 C
Odisha

    ଭାରତୀୟ ହକି ଦଳର ୨୦୩୬ ଯାଏଁ ଓଡିଶା ପ୍ରାୟୋଜକ: ୨୦୩୬ ଯାଏଁ ପ୍ରାୟୋଜକ ହେବାକୁ ସରକାରଙ୍କ ଘୋଷଣା

    ଆଗକୁ ପଢନ୍ତୁ

    ଭାରତୀୟ ହକି ଦଳର ୨୦୩୬ ଯାଏଁ ଓଡିଶା ପ୍ରାୟୋଜକ ରହିବ । ୨୦୩୬ ଯାଏଁ ପ୍ରାୟୋଜକ ହେବାକୁ ସରକାର ଘୋଷଣା କରିଛନ୍ତି । ପୂର୍ବରୁ ୨୦୩୩ ଯାଏଁ ପ୍ରାୟୋଜକ ହେବାର ଥିଲା । ଆଉ ୩ ବର୍ଷ ପ୍ରାୟୋଜକ ହେବା ନେଇ ସରକାର ଘୋଷଣା କରିଛନ୍ତି । ୨୦୧୮ରୁ ହକି ଇଣ୍ଡିଆର ପ୍ରାୟୋଜକ ରହିଛି ଓଡିଶା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27 ° C
    27 °
    27 °
    82 %
    4.6kmh
    99 %
    Wed
    27 °
    Thu
    25 °
    Fri
    25 °
    Sat
    27 °
    Sun
    31 °

    ସମ୍ବନ୍ଧିତ