Friday, December 19, 2025
24.9 C
Odisha

    ଆଜିଠାରୁ ମାଟ୍ରିକ ଖାତା ଦେଖା ଆରମ୍ଭ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜିଠାରୁ ମାଟ୍ରିକ ପରୀକ୍ଷା ଖାତା ଦେଖା ଆରମ୍ଭ। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷାର ଖାତା ମୂଲ୍ୟାୟନ ଆରମ୍ଭ ହୋଇଛି। ରାଜ୍ୟର ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି ୧୫ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ। ୧୪ ଦିନ ଚାଲିବ ଏହି ଖାତା ଦେଖା। ଏଥର ୫ ଲକ୍ଷ ୫୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି।ଏଥିସହିତ ୩ ହଜାର ୩୭ ପରୀକ୍ଷାର୍ଥୀ ମଧ୍ଯମା ଓ ୭ ହଜାର ୮୩୧ ପରୀକ୍ଷାର୍ଥୀ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ଦେଇଛନ୍ତି। ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହୋଇଥିଲା

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.9 ° C
    24.9 °
    24.9 °
    26 %
    2.1kmh
    0 %
    Fri
    26 °
    Sat
    27 °
    Sun
    28 °
    Mon
    28 °
    Tue
    28 °

    ସମ୍ବନ୍ଧିତ