Friday, July 18, 2025
28.7 C
Odisha

ବଢିଲା ପାଚିକାଙ୍କ ପାରିଶ୍ରମିକ; କାର୍ଯ୍ୟକାଳ ମଧ୍ୟରେ ମୃତ୍ୟୁ ଘଟିଲେ ୧ ଲକ୍ଷ ଟଙ୍କା ସହାୟତା

ଆଗକୁ ପଢନ୍ତୁ

ଭୁବନେଶ୍ୱର:ବଢିଲା ପାଚିକାଙ୍କ ପାରିଶ୍ରମିକ । ପାଚିକାମାନଙ୍କ ପାରିଶ୍ରମିକ ୨ ହଜାର ଟଙ୍କାକୁ ବୃଦ୍ଧି ହୋଇଛି । ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନାରେ ପାଚିକା ତଥା ସହାୟିକା ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି ରାଜ୍ଯ ସରକାର । ପାଚିକା ଓ ସହାୟିକା ମାନଙ୍କ ପାରିଶ୍ରମିକ ରାଶି ୧ ହଜାର ୪୦୦ ଟଙ୍କାରୁ ୨ ହଜାର ଟଙ୍କାକୁ ବୃଦ୍ଧି ହୋଇଛି । ଏହାଦ୍ୱାରା ରାଜ୍ୟର ମୋଟ ୫୫ ହଜାର ସ୍କୁଲରେ କାମ କରୁଥିବା ପାଚିକା ଓ ସହାୟିକା ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୭୪ କୋଟି ଟଙ୍କା ଖର୍ଚ୍ଚ କରିବେ । ଏହା ସହିତ ପାଚିକା ଏବଂ ସହାୟିକା ଯଦି ସେମାନଙ୍କ କାର୍ଯ୍ୟକାଳ ମଧ୍ୟରେ ମୃତ୍ୟୁବରଣ କରନ୍ତି ତେବେ ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୧ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମଧ୍ୟ ପ୍ରଦାନ କରାଯିବ। ଏହାଦ୍ବାରା ରାଜ୍ୟର ୫୫ ହଜାର ବିଦ୍ୟାଳୟରେ କାମ କରୁଥିବା ଏକ ଲକ୍ଷ ଦଶ ହାଜର ପାଚିକା ଓ ସହାୟିକା ଉପକୃତ ହେବେ । ବର୍ଦ୍ଧିତ ପାରିଶ୍ରମିକ ପିଛି ଭାବେ ଗତ ଅକ୍ଟୋବର ମାସରୁ

ଅନ୍ୟାନ୍ୟ ଖବର

ପାଣିପାଗ

Odisha
overcast clouds
28.7 ° C
28.7 °
28.7 °
76 %
0.5kmh
100 %
Fri
34 °
Sat
31 °
Sun
28 °
Mon
30 °
Tue
31 °

ସମ୍ବନ୍ଧିତ