Friday, April 12, 2024
31.5 C
Odisha

    ବଢିଲା ପାଚିକାଙ୍କ ପାରିଶ୍ରମିକ; କାର୍ଯ୍ୟକାଳ ମଧ୍ୟରେ ମୃତ୍ୟୁ ଘଟିଲେ ୧ ଲକ୍ଷ ଟଙ୍କା ସହାୟତା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ବଢିଲା ପାଚିକାଙ୍କ ପାରିଶ୍ରମିକ । ପାଚିକାମାନଙ୍କ ପାରିଶ୍ରମିକ ୨ ହଜାର ଟଙ୍କାକୁ ବୃଦ୍ଧି ହୋଇଛି । ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନାରେ ପାଚିକା ତଥା ସହାୟିକା ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି ରାଜ୍ଯ ସରକାର । ପାଚିକା ଓ ସହାୟିକା ମାନଙ୍କ ପାରିଶ୍ରମିକ ରାଶି ୧ ହଜାର ୪୦୦ ଟଙ୍କାରୁ ୨ ହଜାର ଟଙ୍କାକୁ ବୃଦ୍ଧି ହୋଇଛି । ଏହାଦ୍ୱାରା ରାଜ୍ୟର ମୋଟ ୫୫ ହଜାର ସ୍କୁଲରେ କାମ କରୁଥିବା ପାଚିକା ଓ ସହାୟିକା ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୭୪ କୋଟି ଟଙ୍କା ଖର୍ଚ୍ଚ କରିବେ । ଏହା ସହିତ ପାଚିକା ଏବଂ ସହାୟିକା ଯଦି ସେମାନଙ୍କ କାର୍ଯ୍ୟକାଳ ମଧ୍ୟରେ ମୃତ୍ୟୁବରଣ କରନ୍ତି ତେବେ ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୧ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମଧ୍ୟ ପ୍ରଦାନ କରାଯିବ। ଏହାଦ୍ବାରା ରାଜ୍ୟର ୫୫ ହଜାର ବିଦ୍ୟାଳୟରେ କାମ କରୁଥିବା ଏକ ଲକ୍ଷ ଦଶ ହାଜର ପାଚିକା ଓ ସହାୟିକା ଉପକୃତ ହେବେ । ବର୍ଦ୍ଧିତ ପାରିଶ୍ରମିକ ପିଛି ଭାବେ ଗତ ଅକ୍ଟୋବର ମାସରୁ

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    31.5 ° C
    31.5 °
    31.5 °
    32 %
    1.6kmh
    100 %
    Fri
    31 °
    Sat
    37 °
    Sun
    39 °
    Mon
    41 °
    Tue
    42 °

    ସମ୍ବନ୍ଧିତ