Thursday, September 17, 2026
30.6 C
Odisha

    ଓଡ଼ିଶା ପୁଲିସରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ, ଦଶମ ପାସ୍ କରିଥିଲେ କରିପାରିବେ ଆବେଦନ

    ଆଗକୁ ପଢନ୍ତୁ

    ଓଡ଼ିଶା ପୁଲିସରେ ନିଯୁକ୍ତି ପାଇଁ ଓଡ଼ିଶା ପୋଲିସ୍ ବିଭାଗ(OPD) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରାର୍ଥୀମାନେ OPDର ଅଫିସିଆଲ୍ ୱେବ୍‌ସାଇଟ୍ https://odishapolice.gov.in/କୁ ଯାଇ ଦେଖିପାରିବେ । ଏହି ନିଯୁକ୍ତି ପ୍ରକ୍ରିୟାରେ ତିନି ହଜାରରୁ ଅଧିକ ପଦବୀ ପୂରଣ ହେବ। ଏହି ନିଯୁକ୍ତି ପ୍ରକ୍ରିୟା ମାଧ୍ୟମରେ SI, କନଷ୍ଟେବଲ୍ ବାଟାଲିଅନ୍, ସିପାହୀ, SI ସଶସ୍ତ୍ର, ଡ୍ରାଇଭର MT, ଜୁନିଅର କ୍ଲର୍କ, କନଷ୍ଟେବଲ୍ ଯୋଗାଯୋଗ ଆଦି ପଦବୀ ପୂରଣ ହେବ। ଏହି ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଅନ୍‌ଲାଇନ୍ ମାଧ୍ୟମରେ ହେଉଥିବା ବେଳେ ଏଥିପାଇଁ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ପ୍ରାର୍ଥୀ କେନ୍ଦ୍ର ସରକାର ଅଧିନରେ ଏହି ଚାକିରି କରିବେ। ଦଶମ ପାଶ୍ ପ୍ରାର୍ଥୀ ମଧ୍ୟ ଆବେଦନ କରିପାରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    30.6 ° C
    30.6 °
    30.6 °
    69 %
    1.4kmh
    36 %
    Thu
    31 °
    Fri
    32 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ