Saturday, July 27, 2024
24.6 C
Odisha

    ବିଜେଡିର ମହିଳା ଭୋଟ୍ ବ୍ୟାଙ୍କ ଉପରେ ବିଜେପିର ଆଖି । ୨୪ ନିର୍ବାଚନରେ ଏସଏଚଜି ମହିଳାଙ୍କୁ ପଦ୍ମ ଦଳ ପ୍ରତି ଆକର୍ଷିତ କରିବାକୁ ଉଦ୍ୟମ

    ଆଗକୁ ପଢନ୍ତୁ

    ବିଜେଡି ମହିଳା ଭୋଟ୍ ବ୍ୟାଙ୍କ ଭାଙ୍ଗିବାକୁ ବିଜେପିର ରଣନୀତି । ୨୦୨୪ ନିର୍ବାଚନରେ ବିଜେପି ଟାର୍ଗେଟରେ ଏସଏଚଜି ମହିଳା । ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ହେଉଛି ଶକ୍ତି ବନ୍ଦନ କର୍ମଶାଳା । ଏଥିରେ କେନ୍ଦ୍ରମନ୍ତ୍ରୀ ସ୍ୱାଧୀ ନିରଞ୍ଜନା ସାମିଲ ହୋଇଛନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ସଭାପତି ମନମୋହନ ସାମଲ ଓ ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ଅଛନ୍ତି । ଏସଏଚଜି ମହିଳାଙ୍କ ଭୋଟ୍ ବ୍ୟାଙ୍କ ନିଜ ସପକ୍ଷରେ ନେବା ପାଇଁ ପ୍ରସ୍ତୁତ ହେବ ବ୍ଲୁପ୍ରିଂଟ । ମହିଳାଙ୍କ ପାଇଁ କେନ୍ଦ୍ର ସରକାରଙ୍କ ଯୋଜନା, ଏସ୍ଏଚ୍ଜି ମହିଳାଙ୍କ ପାଇଁ କେନ୍ଦ୍ର ସରକାରଙ୍କ ଭୂମିକା ଆଦି ପ୍ରସଙ୍ଗରେ ମହିଳାଙ୍କ ପାଖକୁ ଯିବ ବିଜେପି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ