Sunday, October 4, 2026
28.6 C
Odisha

    ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସଙ୍କ ଘରେ ଭିଜିଲାନ୍ସ ଚଢଉ

    ଆଗକୁ ପଢନ୍ତୁ

    ବାଲେଶ୍ବର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସଙ୍କ ଘରେ ଭିଜିଲାନ୍ସ ଚଢଉ ଜାରି ରଖିଛି ଭିଜିଲାନ୍ସ। ବାଲେଶ୍ବର ଜିଲ୍ଲା ଖନ୍ତାପଡ଼ାରେ ଥିବା ପୈତୃକ ଘର, ନୀଳଗିରି, ଅଙ୍ଗାରଗଡ଼ିଆରେ ଥିବା ତିନିମହଲା ଘର, ଶେରଗଡ଼ରେ ଥିବା ମାର୍କେଟ କଂପ୍ଲେକ୍ସ, ଓ ବାଲେଶ୍ବରରେ ଥିବା କାର୍ଯ୍ୟାଳୟ ସମେତ ଏକକାଳୀନ ୬ଟି ସ୍ଥାନରେ ଚଢଉ କରୁଛି ଭିଜିଲାନ୍ସ ଟିମ୍। ଏହି ଚଢଉରେ ୨ ଜଣ ଅତିରିକ୍ତ ଏସପି, ୪ ଡିଏସପି, ୭ ଇନସ୍ପେକ୍ଟର ଓ ୫ ଜଣ ଏଏସଆଇ ଓ ଅନ୍ୟ କର୍ମଚାରୀମାନେ ସାମିଲ ଥିବା ଜଣାଯାଇଛି। ତେବେ ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ