Friday, October 2, 2026
28.6 C
Odisha

    ପର୍ଯ୍ୟଟନ କ୍ଷେତ୍ରରେ ଦେଶରେ ୩ ନମ୍ବର ରାଜ୍ୟ ହେବ ଓଡ଼ିଶା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଟୁରିଜିମ୍ ହବ୍ ହେବ ଓଡ଼ିଶା। ପର୍ଯ୍ୟଟନ କ୍ଷେତ୍ରରେ ଦେଶରେ ୩ ନମ୍ବର ରାଜ୍ୟ ହେବ ଓଡ଼ିଶା। ଏବେ ଓଡ଼ିଶା ୧୭ ନମ୍ବର ସ୍ଥାନରେ ଅଛି। ୨୦୨୫ ସରୁ ସରୁ ୧୭ରୁ ୭ ନମ୍ବର ହେବ, ୨୦୨୯ ବେଳକୁ ଓଡ଼ିଶା ୩ରୁ ୧ ନମ୍ବର ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଦୃଢ଼ୋକ୍ତି କରିଛନ୍ତି । ଉପମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଓଡ଼ିଶାର ବେଷ୍ଟ କେପ୍ଟ ସିକ୍ରେଟ ଓପନ ହେବ। ଉତ୍କର୍ଷ ଓଡ଼ିଶାରେ ସିଙ୍ଗିଲ ୱିଣ୍ଡୋରେ ଆସିଥିବା ନିବେଶକମାନେ ଓଡ଼ିଶାର ବିଭିନ୍ନ ପ୍ରାନ୍ତ ଦେଖିପାରିବେ। କୋରାପୁଟ, କଳାହାଣ୍ଡି ଭଳି ଅଞ୍ଚଳରେ ଭରି ରହିଥିବା ପ୍ରାଚୁର୍ଯ୍ୟକୁ ବିଶ୍ଵ ଦରବାରରେ ଦେଖାଇବା ପାଇଁ ଆମେ ସଫଳ ହେବୁ। ୭ରୁ ୮ ହଜାର ପ୍ରବାସୀ ଭାରତୀୟ ଓଡ଼ିଶା ଆସିବେ। ଅତିଥି ଦେବ ଭବୋ ସଂସ୍କୃତିରେ ସମସ୍ତଙ୍କୁ ସ୍ବାଗତ କରିବା ପାଇଁ ଆମେ ପ୍ରସ୍ତୁତ ଅଛୁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.6 ° C
    28.6 °
    28.6 °
    75 %
    1.8kmh
    59 %
    Fri
    27 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ