Wednesday, April 8, 2026
34.5 C
Odisha

    ରାଜ୍ୟର ୩୭୧୪ ଟିଜିଟି ଶିକ୍ଷକ ଓ ୪୫୨ ପିଇଟିଙ୍କୁ ଆଜି ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    କଳିଙ୍ଗ ଷ୍ଟାଡିଅମରେ ହେବାକୁ ଥିବା ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରି ନବ ନିଯୁକ୍ତ ମାଧ୍ୟମିକ ଶିକ୍ଷକଙ୍କୁ ଭବିଷ୍ୟତରେ ଗୁଣାତ୍ମକ ଶିକ୍ଷାଦାନ ପାଇଁ ମାର୍ଗଦର୍ଶନ କରାଇବେ ମୁଖ୍ୟମନ୍ତ୍ରୀ। ଏହି ଶିବିରରେ ନିଯୁକ୍ତି ପାଇବାକୁ ଥିବା ସମସ୍ତ ଶିକ୍ଷକ ଯୋଗଦେବେ। ପ୍ରାଥମିକ ବିଦ୍ୟାଳୟ ସ୍ତରରେ ଶୈକ୍ଷିକ ବ୍ୟବସ୍ଥାକୁ ସଶକ୍ତ କରିବା ଲକ୍ଷ୍ୟରେ ଚଳିତ ବର୍ଷ ଶିକ୍ଷକ ପଦ ପୂରଣ ପାଇଁ ୨୦ ହଜାର କନିଷ୍ଠ ଶିକ୍ଷକଙ୍କ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥି ପାଇଁ ଲିଖିତ ପରୀକ୍ଷା ନିକଟରେ ଶେଷ ହୋଇଥିଲା।ଏକାସଙ୍ଗରେ ଏତେସଂଖ୍ୟକ ଶିକ୍ଷକ ନିଯୁକ୍ତି ରାଜ୍ୟର ପ୍ରାଥମିକ ଶିକ୍ଷା ବ୍ୟବସ୍ଥାକୁ ନୂଆ ଦିଗ ଦେବ ବୋଲି ଶିକ୍ଷାବିତ ମତପ୍ରକାଶ କରିଛନ୍ତି। କେବଳ ପ୍ରାଥମିକ ଶିକ୍ଷା, ଶିକ୍ଷା ନୁହେଁ ମାଧ୍ଯମିକ ବିଦ୍ୟାଳୟରେ ଶିକ୍ଷାର ମାନବୃଦ୍ଧି ପାଇଁ ଆଉ ୩୩୭୪ ଶିକ୍ଷକ ନିଯୁକ୍ତି ପାଇଁ ଯୋଜନା ପ୍ରସ୍ତୁତ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    34.5 ° C
    34.5 °
    34.5 °
    23 %
    0.5kmh
    0 %
    Wed
    39 °
    Thu
    37 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ