Friday, April 17, 2026
27.1 C
Odisha

    ମେ’ ୬ରୁ ଓଜେଇଇ: ୩୩ଟି କେନ୍ଦ୍ରରେ ହେବ ପରୀକ୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ଓଜେଇଇ ପରୀକ୍ଷା ହେବ। ଏଥିପାଇଁ ଆଜିଠାରୁ ରେଜିଷ୍ଟ୍ରେସନ୍ ଆରମ୍ଭ ହୋଇଛି। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରେଜିଷ୍ଟ୍ରେସନ୍ ଚାଲିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.1 ° C
    27.1 °
    27.1 °
    63 %
    2.2kmh
    0 %
    Thu
    27 °
    Fri
    42 °
    Sat
    43 °
    Sun
    43 °
    Mon
    44 °

    ସମ୍ବନ୍ଧିତ