Wednesday, October 7, 2026
27.2 C
Odisha

    ଟ୍ରକ୍ ପଛରେ ପିଟି ହେଲା ୧୦୮ ଆମ୍ବୁଲାନ୍ସ , ଚାଲିଗଲା ସହାୟକଙ୍କ ଜୀବନ

    ଆଗକୁ ପଢନ୍ତୁ

    ଧର୍ମଶାଳା: ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ରଥିଆ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ଏଠାରେ ଏକ ଟ୍ରକ୍ ପଛରେ ପିଟି ହୋଇଥିଲା ୧୦୮ ଆମ୍ବୁଲାନ୍ସ । ଫଳରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିଲା ଏବଂ ଦୁଇ ଜଣ ଗୁରୁତର ଆହତ ହୋଇଥଇବାର ସୂଚନା ରହିଛି।
    ସୂଚନା ଅନୁଯାୟୀ, ଏକ ୧୦୮ ଆମ୍ବୁଲାନ୍ସ କେନ୍ଦୁଝର ଜିଲ୍ଲା ଆନନ୍ଦପୁରରୁ ରୋଗୀଙ୍କୁ ନେଇ କଟକ ଶିଶୁ ଭବନରେ ଛାଡ଼ିଥିଲା। ଏହାପରେ ଆମ୍ବୁଲାନ୍ସଟି ଫେରୁଥିବା ବେଳେ ରଥିଆ ନିକଟରେ ଟ୍ରକ୍ ପଛରେ ପିଟିଥିଲା। ଫଳରେ ଘଟଣାସ୍ଥଳରେ ୧୦୮ ଆମ୍ବୁଲାନ୍ସର ସହାୟକ ହେମନ୍ତ ଆଚାର୍ଯ୍ୟଙ୍କ ମୃତ୍ୟୁ ହୋଇଥିଲା। ଏଥିରେ ଅନ୍ୟ ୨ଜଣ ଗୁରୁତର ହୋଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    27.2 ° C
    27.2 °
    27.2 °
    82 %
    0.6kmh
    37 %
    Wed
    25 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ