Tuesday, March 3, 2026
20.1 C
Odisha

    ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ

    ଆଗକୁ ପଢନ୍ତୁ

    ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ । ଏହା ସହ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ରାଜ୍ୟରୁ ପ୍ରଥମ କରୋନା ସଂକ୍ରମିତଙ୍କୁ ନେଇ ସୂଚନା ଦିଆଯାଇଥିଲା । ତେବେ ତାଙ୍କର ସ୍ୱାସ୍ଥବସ୍ଥା ଠିକ୍ ରହିଛି ଏବଂ ସେ ହସ୍ପିଟାଲ ନଯାଇ ଘରେ ରହିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    20.1 ° C
    20.1 °
    20.1 °
    32 %
    1.4kmh
    6 %
    Tue
    35 °
    Wed
    36 °
    Thu
    38 °
    Fri
    38 °
    Sat
    36 °

    ସମ୍ବନ୍ଧିତ