Tuesday, July 8, 2025
23.6 C
Odisha

    ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ

    ଆଗକୁ ପଢନ୍ତୁ

    ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ । ଏହା ସହ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ରାଜ୍ୟରୁ ପ୍ରଥମ କରୋନା ସଂକ୍ରମିତଙ୍କୁ ନେଇ ସୂଚନା ଦିଆଯାଇଥିଲା । ତେବେ ତାଙ୍କର ସ୍ୱାସ୍ଥବସ୍ଥା ଠିକ୍ ରହିଛି ଏବଂ ସେ ହସ୍ପିଟାଲ ନଯାଇ ଘରେ ରହିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.6 ° C
    23.6 °
    23.6 °
    89 %
    4.1kmh
    100 %
    Tue
    27 °
    Wed
    27 °
    Thu
    27 °
    Fri
    30 °
    Sat
    29 °

    ସମ୍ବନ୍ଧିତ