Thursday, February 5, 2026
15.6 C
Odisha

    ରାଜ୍ୟରେ ଆଉ ଜଣେ କୋଭିଡ ପଜିଟିଭ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟା ୩

    ଆଗକୁ ପଢନ୍ତୁ

    ରାଜ୍ୟରେ କାୟା ବିସ୍ତାର କଲାଣି କରୋନା । ଆଜି ଆଉ ଜଣେ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୩ରେ ପହଞ୍ଚିଛି । କୋଭିଡର ନୂଆ ଭାରିଆଣ୍ଟ JN.1ର ସଂକ୍ରମଣ ବଢ଼ିବା ପରେ ରାଜ୍ୟରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ଯରେ ଜଣେ କୋଭିଡ ଆକ୍ରାନ୍ତ ଚିହ୍ନଟ ହେବା ପରେ ମାସ୍କ ପିନ୍ଧିବାକୁ ପ୍ରସ୍ତାବ ଦେଇଛି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବୟସ୍କ ଓ ବହୁବିଧ ରୋଗରେ ପୀଡ଼ିତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ବାହାରକୁ ଗଲେ ମାସ୍କ ପିନ୍ଧିବା ସହ ଜନଗହଳି ସ୍ଥାନରୁ ଦୂରେଇ ରହିବାକୁ ପରାମର୍ଶ ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    15.6 ° C
    15.6 °
    15.6 °
    59 %
    1.2kmh
    0 %
    Thu
    31 °
    Fri
    31 °
    Sat
    31 °
    Sun
    32 °
    Mon
    32 °

    ସମ୍ବନ୍ଧିତ