Sunday, September 20, 2026
23.4 C
Odisha

    ଆଜି ‘ସୁଭଦ୍ରା’ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ପଠାଗଲା ୧ଟଙ୍କା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଜି ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ୧ଟଙ୍କା। ୯ ତାରିଖରେ ପ୍ରଥମ କିସ୍ତି ଦିଆଯିବା ଆଗରୁ ଆଜି ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଲେଖାଏଁ ପଠାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କିଛି ସମୟ ଆଗରୁ ସୂଚନା ଦେଥିଲେ। ସେ କହିଛନ୍ତି,ଯେଉଁମାନେ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇବେ ସେମାନଙ୍କୁ ଖାତାକୁ ଏହି ଟଙ୍କା ଯିବ।ଆଗାମୀ ୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଦ୍ବିତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.4 ° C
    23.4 °
    23.4 °
    96 %
    1.5kmh
    69 %
    Sun
    30 °
    Mon
    29 °
    Tue
    30 °
    Wed
    27 °
    Thu
    25 °

    ସମ୍ବନ୍ଧିତ