Saturday, March 28, 2026
24.4 C
Odisha

    ପୂରଣ ହେବ ୩୯୯ ଓସିଏସ୍‌ ପଦବୀ: ୧୭ରୁ ଆବେଦନ ପ୍ରକ୍ରିୟା ଆରମ୍ଭ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ରାଜ୍ୟରେ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌)ର ୩୯୯ ପଦବୀ ଖୁବ୍‌ଶୀଘ୍ର ପୂରଣ ହେବ। ବିଭିନ୍ନ ବିଭାଗରେ ଖାଲି ପଡ଼ିଥିବା ଏହି ପଦବୀ ପାଇଁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ନିଯୁକ୍ତି ପରୀକ୍ଷା କରିବ। ଏନେଇ ଶୁକ୍ରବାର ଓପିଏସ୍‌ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜାନୁଆରୀ ୧୭ରୁ ଆବେଦନ ଆରମ୍ଭ କରିହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    56 %
    1.5kmh
    0 %
    Sat
    39 °
    Sun
    39 °
    Mon
    41 °
    Tue
    38 °
    Wed
    38 °

    ସମ୍ବନ୍ଧିତ