Sunday, October 25, 2026
20.1 C
Odisha

    ଆସନ୍ତା ୧୭ ତାରିଖରେ ଓଟିଇଟି ପରୀକ୍ଷା

    ଆଗକୁ ପଢନ୍ତୁ

    କଟକ : ଆସନ୍ତା ୧୭ ତାରିଖରେ ଓଟିଇଟି ପରୀକ୍ଷା । ଓଟିଇଟି ଓଡିଶା ଟିଚର ଇଲିଜିବିଲିଟି ଟେଷ୍ଟ । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳନା କରୁଛି ଏହି ପରୀକ୍ଷା । ବୋର୍ଡର ୱେବସାଇଟ www.bseodisha.ac.in ରେ ଉପଲବ୍ଧ ହେଉଛି ଆଡ଼ମିଟ କାର୍ଡ । ରାଜ୍ୟର ୪୩୦ ପରୀକ୍ଷା କେନ୍ଦ୍ରରେ ହେଉଛି ପରୀକ୍ଷା । ଦୁଇଟି ସିଟିଂରେ ହେବ ଓଟିଇଟି ପରୀକ୍ଷା । ପେପର ୧ ରେ ୩୪ ହଜାର ୧୧୬ ପରୀକ୍ଷାର୍ଥୀ ଓ ପେପର ୨ ରେ ୧ ଲକ୍ଷ ୭ ହଜାର ୧୬୨ ପରୀକ୍ଷାର୍ଥୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    20.1 ° C
    20.1 °
    20.1 °
    68 %
    1.7kmh
    20 %
    Sun
    20 °
    Mon
    28 °
    Tue
    29 °
    Wed
    24 °
    Thu
    25 °

    ସମ୍ବନ୍ଧିତ