Tuesday, March 17, 2026
31.5 C
Odisha

    ଓଟିଇଟି-୨୦୨୪ ପରୀକ୍ଷା ଫଳ ପ୍ରକାଶିତ: ଜାଣନ୍ତୁ କିପରି ଦେଖିପାରିବେ ମାର୍କଲିଷ୍ଟ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଓଡ଼ିଶା ଟିଚର ଇଲିଜିବିଲିଟି ଟେଷ୍ଟ ଓଟିଇଟି-୨୦୨୪ ପରୀକ୍ଷା ଫଳ ପ୍ରକାଶିତ। ବୋର୍ଡର ୱେବସାଇଟ www.bseodisha.ac.in ରେ ରେଜଲ୍ଟ ଉପଲବ୍ଧ । ମାଧ୍ୟମିକ ଶିକ୍ଷା ପରିଷଦ କରୁଛି ଏହି ଶିକ୍ଷକ ଯୋଗ୍ୟତା ପରୀକ୍ଷା । କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀ ୱେବସାଇଟରୁ ଡାଉନଲୋଡ଼ କରି ପାରିବେ ଡିଜିଟାଲ ସାର୍ଟିଫିକେଟ । ସମସ୍ତ ପରୀକ୍ଷାର୍ଥୀଙ୍କ ଓଏମଆର ଉତ୍ତର ଖାତା ମଧ୍ୟ ୱେବସାଇଟରେ ଉପଲବ୍ଧ । ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଏହା ହେବ ଉପଲବ୍ଧ ହେବ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    31.5 ° C
    31.5 °
    31.5 °
    30 %
    5.1kmh
    80 %
    Tue
    32 °
    Wed
    36 °
    Thu
    36 °
    Fri
    35 °
    Sat
    33 °

    ସମ୍ବନ୍ଧିତ