Tuesday, March 17, 2026
24.7 C
Odisha

    ଗଣେଶ ପୂଜା ଭୋଗ ଖାଇ ୫୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ ଝାଡା ବାନ୍ତିରେ ଗୁରୁତର

    ଆଗକୁ ପଢନ୍ତୁ

    ବାଙ୍ଗିରିପୋଷି : ଗଣେଶ ପୂଜା ଭୋଗ ଖାଇ ୫୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ ଝାଡା ବାନ୍ତିରେ ଗୁରୁତର । ଗତକାଲି ବାଙ୍ଗିରିପୋଷି ବ୍ଲକ ଭୂଆସୁଣୀ ପଞ୍ଚାୟତ ରାୟାଁ ଗାଁ ସ୍କୁଲରେ ଗଣେଶ ପୂଜା ଅନୁଷ୍ଠିତ ହୋଇଥିଲା। ଗଣେଶଙ୍କ ଠାରେ ଲାଗି ହୋଇଥିବା ଚୁଡା ଭୋଗ ଗ୍ରାମବାସୀଙ୍କ ମଧ୍ୟରେ ବଣ୍ଟା ହୋଇଥିଲା l ଭୋଗ ଖାଇ ଆଜି ୫୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ ଝାଡା ବାନ୍ତିରେ ଗୁରୁତର ହୋଇପଡ଼ିଥିଲେ । ସମସ୍ତଙ୍କୁ ଆମ୍ବୁଲାନ୍ସ ଯୋଗେ ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣା ଯାଇଥିବା ବେଳେ ତାଙ୍କର ଚିକିତ୍ସା ଚାଲିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    heavy intensity rain
    24.7 ° C
    24.7 °
    24.7 °
    54 %
    5.2kmh
    39 %
    Tue
    26 °
    Wed
    35 °
    Thu
    36 °
    Fri
    35 °
    Sat
    34 °

    ସମ୍ବନ୍ଧିତ