Sunday, October 4, 2026
28.6 C
Odisha

    ପୁଣି ସକ୍ରିୟ ହେଲେ ପାଣ୍ଡିଆନ; ବଢ଼ିଲା ଚର୍ଚ୍ଚା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର; ରାଜ୍ୟରେ ବିଜେଡି ଶାସନର ଅନ୍ତ ଘଟିଛି। ନିର୍ବାଚନୀରେ ବିଜେଡି କାହିଁକି ହାରିଲା ତା’ର ସମୀକ୍ଷା କରିବା ପାଇଁ ବିଜେଡି ତତ୍ପରତା ଦେଖାଉନଥିବା ଜଣାପଡିଛି। ତେବେ ଏହି ସମୟରେ ଏକ ଖବର ସାମ୍ନାକୁ ଆସିଛି ଯେ, ସକ୍ରିୟ ରାଜନୀତିରୁ ସନ୍ୟାସ ଘୋଷଣା କରିଥିବା ବିଜେଡିର ପୂର୍ବତନ ନେତା କାର୍ତ୍ତିକ ପାଣ୍ଡିଆନ ପୁଣିଥରେ ସକ୍ରିୟ ହୋଇଥିବା କୁହାଯାଉଛି। ପାଣ୍ଡିଆନ ନିଜର ଖାସ ଅନୁଗତ ପ୍ରଣବପ୍ରକାଶ ଦାସ(ବବି)ଙ୍କ ମାଧ୍ୟମରେ ଦଳୀୟ ସଂଗଠନକୁ ପରିଚାଳନା କରୁଛନ୍ତି । ଏପରିକି ସବୁକିଛି ପାଣ୍ଡିଆନଙ୍କ ନିର୍ଦ୍ଦେଶରେ ହେଉଛି ବୋଲି ଗଣମାଧ୍ୟମରେ ଚର୍ଚ୍ଚା ଆରମ୍ଭ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ