Tuesday, September 8, 2026
31.1 C
Odisha

    ହେବନି ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପାଞ୍ଜି ସମୀକ୍ଷା ବୈଠକ

    ଆଗକୁ ପଢନ୍ତୁ

    ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି ପାଞ୍ଜି ସମୀକ୍ଷା ବୈଠକ । ସମୀକ୍ଷା ଅନୁସାରେ, ଚଳିତ ବର୍ଷ ଏପ୍ରିଲ ୧୪ ତାରିଖରେ ପଣା ସଂକ୍ରାନ୍ତି ପାଳିତ ହେବ । ୧୩ ଦିନିଆ ଅଣସର ପାଳନ କରାଯିବ । ଚଳିତ ବର୍ଷ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ହେବ ନାହିଁ । ଏହସହ ଚଳିତ ବର୍ଷ ପଞ୍ଚୁକ ୪ ଦିନ ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    31.1 ° C
    31.1 °
    31.1 °
    64 %
    3.7kmh
    95 %
    Tue
    31 °
    Wed
    31 °
    Thu
    30 °
    Fri
    29 °
    Sat
    30 °

    ସମ୍ବନ୍ଧିତ