Friday, December 27, 2024
18.3 C
Odisha

    ପରୀ ଭଳି ସମ୍ବେଦନଶୀଳ ଘଟଣାରେ ବିରୋଧୀ ହୀନ ରାଜନୀତି କରୁଛନ୍ତି: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଆଲୋଚନାର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପରୀ ଭଳି ସମ୍ବେଦନଶୀଳ ମାମଲାରେ ବିରୋଧୀ ରାଜନୀତି କରୁଛନ୍ତି। ଗତକାଲି ପରୀ ଘଟଣାରେ ଦୋଷୀ ଦଣ୍ଡ ପାଇଛି। ବିରୋଧୀ ଏନେଇ ହୀନ ରାଜନୀତି କରୁଛନ୍ତି। BSKY ଦେଶର ସବୁଠାରୁ ଭଲ ଯୋଜନା। ଲାଭ ଯୋଜନା ଆଦିବାସୀଙ୍କ ପାଇଁ ବହୁତ ସହାୟକ ହେବ। ଓଡିଶା ରାଜସ୍ୱ ବଳକା ରାଜ୍ୟରେ ପରିଗଣିତ ହୋଇଛି । ୨୦୦୦ ମସିହାରେ ମୁଁ ସରକାରକୁ ଆସିଲା ବେଳେ ରାଜ୍ୟରେ ୭୦ ଭାଗ ଦାରିଦ୍ର୍ୟ ସୀମା ରେଖା ତଳେ ରହିଥିଲେ। ଏବେ ୧୦ ପ୍ରତିଶତ ଅଛନ୍ତି। ଏହା ଏକ ବଡ଼ ସଫଳତା। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଲିଙ୍ଗରାଜ ପରିକ୍ରମା ପ୍ରକଳ୍ପକୁ ବନ୍ଦ କରିବା ପାଇଁ ଉଦ୍ୟମ କରାଯାଇଥିଲା। ବିକାଶ ଓ ଅପରାଧକୁ ନେଇ ରାଜନୀତି କରିବା କଥା ନୁହେଁ ବୋଲି ମୁଖ୍ୟମନ୍ତ୍ରୀ ଉତ୍ତରରେ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    18.3 ° C
    18.3 °
    18.3 °
    96 %
    1.1kmh
    15 %
    Fri
    27 °
    Sat
    28 °
    Sun
    28 °
    Mon
    28 °
    Tue
    28 °

    ସମ୍ବନ୍ଧିତ