Thursday, November 5, 2026
21.4 C
Odisha

    ପରୀ ଭଳି ସମ୍ବେଦନଶୀଳ ଘଟଣାରେ ବିରୋଧୀ ହୀନ ରାଜନୀତି କରୁଛନ୍ତି: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଆଲୋଚନାର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପରୀ ଭଳି ସମ୍ବେଦନଶୀଳ ମାମଲାରେ ବିରୋଧୀ ରାଜନୀତି କରୁଛନ୍ତି। ଗତକାଲି ପରୀ ଘଟଣାରେ ଦୋଷୀ ଦଣ୍ଡ ପାଇଛି। ବିରୋଧୀ ଏନେଇ ହୀନ ରାଜନୀତି କରୁଛନ୍ତି। BSKY ଦେଶର ସବୁଠାରୁ ଭଲ ଯୋଜନା। ଲାଭ ଯୋଜନା ଆଦିବାସୀଙ୍କ ପାଇଁ ବହୁତ ସହାୟକ ହେବ। ଓଡିଶା ରାଜସ୍ୱ ବଳକା ରାଜ୍ୟରେ ପରିଗଣିତ ହୋଇଛି । ୨୦୦୦ ମସିହାରେ ମୁଁ ସରକାରକୁ ଆସିଲା ବେଳେ ରାଜ୍ୟରେ ୭୦ ଭାଗ ଦାରିଦ୍ର୍ୟ ସୀମା ରେଖା ତଳେ ରହିଥିଲେ। ଏବେ ୧୦ ପ୍ରତିଶତ ଅଛନ୍ତି। ଏହା ଏକ ବଡ଼ ସଫଳତା। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଲିଙ୍ଗରାଜ ପରିକ୍ରମା ପ୍ରକଳ୍ପକୁ ବନ୍ଦ କରିବା ପାଇଁ ଉଦ୍ୟମ କରାଯାଇଥିଲା। ବିକାଶ ଓ ଅପରାଧକୁ ନେଇ ରାଜନୀତି କରିବା କଥା ନୁହେଁ ବୋଲି ମୁଖ୍ୟମନ୍ତ୍ରୀ ଉତ୍ତରରେ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.4 ° C
    21.4 °
    21.4 °
    91 %
    0.9kmh
    100 %
    Thu
    27 °
    Fri
    27 °
    Sat
    27 °
    Sun
    26 °
    Mon
    27 °

    ସମ୍ବନ୍ଧିତ