Tuesday, September 15, 2026
24 C
Odisha

    ଆଜି ବସିବ ସର୍ବଦଳୀୟ ବୈଠକ, ୨୩ରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ

    ଆଗକୁ ପଢନ୍ତୁ

    ଆସନ୍ତାକାଲିଠାରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ। ଆଜି ବସିବ ସର୍ବଦଳୀୟ ବୈଠକ। ସଂସଦୀୟ ବ୍ୟାପାର ମନ୍ତ୍ରୀ ଡାକିଥିବା ବୈଠକ ଆଜି ଦିନ ୧୧ଟା ବେଳେ ବସିବ। ବିରୋଧୀ ଦଳ ନେତା ଭାବରେ ରାହୁଲ ଗାନ୍ଧୀ ପ୍ରଥମ ସର୍ବଦଳୀୟ ବୈଠକରେ ଯୋଗଦେବେ। ଏପଟେ ଆସନ୍ତାକାଲିଠାରୁ ବିଧାନସଭା ଅଧିବେଶନ। ଏହାପୂର୍ବରୁ ଆଜିରେ ସର୍ବଦଳୀୟ ବୈଠକ ବସିବ। ପୂର୍ବାହ୍ନ ୧୧ରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ବଜେଟ ଅଧିବେଶନକୁ ସୁରୁଖୁରରେ ପରିଚାଳନା ଲାଗି ସହଯୋଗ ଲୋଡିବେ ବାଚସ୍ପତି। ଏହି ବୈଠକ ପୂର୍ବରୁ ନିଯୁକ୍ତ ହେବେ ସରକାରୀ ଦଳ ମୁଖ୍ୟ ସଚେତକ ଓ ଉପ ମୁଖ୍ୟ ସଚେତକ । ସେହିପରି ୨୩ ତାରିଖରେ ଉପବାଚସ୍ପତି ଲାଗି ନାମାଙ୍କନ ହେବ । ସେହିଦିନ ୧୨ଟା ସୁଦ୍ଧା ନାମାଙ୍କନ ଦାଖଲ କରାଯିବ । ୨୪ରେ ଫଳାଫଳ ଘୋଷଣା ହେବ । ୨୫ ତାରିଖରେ ମୋହନ ସରକାର ତାଙ୍କର ପ୍ରଥମ ବଜେଟ ଉପସ୍ଥାପନ କରିବେ । ଅର୍ଥ ବିଭାଗକୁ ନିଜ ପାଖରେ ରଖିଥିବାରୁ ନିଜେ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24 ° C
    24 °
    24 °
    88 %
    0.9kmh
    0 %
    Mon
    24 °
    Tue
    31 °
    Wed
    31 °
    Thu
    31 °
    Fri
    30 °

    ସମ୍ବନ୍ଧିତ