Wednesday, September 16, 2026
26.1 C
Odisha

    ୧୫ ତାରିଖ ସୁଦ୍ଧା କଂଗ୍ରେସର ଦ୍ୱିତୀୟ ପର୍ଯ୍ୟୟ ଟିକେଟ ଆସିବ !

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତା ୧୫ ତାରିଖ ସୁଦ୍ଧା କଂଗ୍ରେସର ଦ୍ୱିତୀୟ ପର୍ଯ୍ୟୟ ଟିକେଟ ଆସିବାର ସମ୍ଭାବନା ରହିଛି। ଶନିବାର ସ୍କ୍ରିନି ବୈଠକ ଓ ରବିବାର ସିଇସି ବୈଠକ ବସିବ। ବୈଠକ ଚୂଡାନ୍ତ ପରେ ଓଡ଼ିଶାର ଆଉ ଏକ ପ୍ରାର୍ଥୀ ତାଲିକା ଆସିବ ବୋଲି କୁହାଯାଉଛି।ବିଜେପି ଓ ବିଜେଡି ସେମାନଙ୍କର ଲୋକସଭା ପ୍ରାର୍ଥୀମାନଙ୍କର ଘୋଷଣା କରିସାରିଥିଲେ ବି ଏଯାଏ କଂଗ୍ରେସର ସଂପୂର୍ଣ୍ଣ ପ୍ରାର୍ଥୀ ତାଲିକା ଏଯାଏଆସିନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.1 ° C
    26.1 °
    26.1 °
    83 %
    1.1kmh
    60 %
    Wed
    27 °
    Thu
    32 °
    Fri
    32 °
    Sat
    31 °
    Sun
    30 °

    ସମ୍ବନ୍ଧିତ