Sunday, October 11, 2026
30.5 C
Odisha

    ଛୁଟିଦିନରେ ବି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ରାଜ୍ୟ ଅତିଥି ଭବନରେ ଅସମ୍ଭାଳ ଭିଡ଼

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଛୁଟିଦିନରେ ବି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିବାକୁ ରାଜ୍ୟ ଅତିଥି ଭବନରେ ଅସମ୍ଭାଳ ଭିଡ଼ ପରିଲକ୍ଷିତ ହୋଇଛି। ହାତରେ ଫୁଲତୋଡ଼ା ଧରି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ଅପେକ୍ଷାରତ ସାଧାରଣ ଜନତା। ସେପଟେ ଆଜି ମନ୍ତ୍ରୀମଣ୍ଡଳର ବିଭାଗ ବଣ୍ଟନ ହେବା ପରେ ରାଜ୍ୟ ଅତିଥି ଭବନରେ ମନ୍ତ୍ରୀ ମଣ୍ଡଳ ବୈଠକ ବସିପାରେ। ସବୁ ବିଭାଗ ମନ୍ତ୍ରୀଙ୍କ ସହ ଆଲୋଚନା କରିପାରନ୍ତି ମୁଖ୍ୟମନ୍ତ୍ରୀ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.5 ° C
    30.5 °
    30.5 °
    52 %
    2.8kmh
    0 %
    Sun
    30 °
    Mon
    30 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ