Friday, October 18, 2024
29.5 C
Odisha

    ଭୁବନେଶ୍ବରରେ କମିଲା ପେଟ୍ରୋଲ ଦର; ଘରୁ ବାହାରିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ…

    ଆଗକୁ ପଢନ୍ତୁ

    ଭୁବନେଶ୍ୱରରେ ପେଟ୍ରୋଲ-ଡିଜେଲ ଦାମ୍ କେତେ ଜାଣି ନିଅନ୍ତୁ । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦. ୯୭ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୫୫ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୨ ପଇସା ହୋଇଛି ।

    ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୪୪ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୮୯ ଟଙ୍କା ୯୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୯୫ ପଇସା ଥିବାବେଳେ ଡିଜେଲ ଦର ୯୧ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୭୫ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୪ ପଇସା ରହିଛି ।

    କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍ :

    ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ ।

    ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ :

    ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.5 ° C
    29.5 °
    29.5 °
    72 %
    1.4kmh
    91 %
    Fri
    29 °
    Sat
    31 °
    Sun
    25 °
    Mon
    29 °
    Tue
    29 °

    ସମ୍ବନ୍ଧିତ