Wednesday, April 8, 2026
23.9 C
Odisha

    PGT ଲିଖିତ ପରୀକ୍ଷା ବାତିଲ୍‌

    ଆଗକୁ ପଢନ୍ତୁ

    ଅକ୍ଟୋବର ୬ ଅର୍ଥାତ ଆଜି ହୋଇ ଥିବା ପୋଷ୍ଟ ଗ୍ରାଜୁଏଟ ଟିଚର (ପିଜିଟି) ଲିଖିତ ପରୀକ୍ଷା ବାତିଲ କରାଯାଇଛି । ପିଜିଟି ଫିଜିକ୍ସ, ଗଣିତ ଓ ଓଡ଼ିଆ ବିଷୟର ପେପର-୧ ଓ ପେପର-୨ ପରୀକ୍ଷା ବାତିଲ୍ ନିର୍ଦ୍ଦେଶ ଦିଆଯାଇଛି। ଅନିବାର୍ଯ୍ୟ କାରଣ ଦର୍ଶାଇ ପରୀକ୍ଷା ବାତିଲ୍ କରିଛନ୍ତି ଓପିଏସସି ସଂପାଦକ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    23.9 ° C
    23.9 °
    23.9 °
    77 %
    1.6kmh
    26 %
    Tue
    25 °
    Wed
    38 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ