Wednesday, October 23, 2024
21.7 C
Odisha

    ତୀର୍ଥଯାତ୍ରା ହେଲା ଶେଷ ଯାତ୍ରା: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୯ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

    ଆଗକୁ ପଢନ୍ତୁ

    ଜୟପୁର: ରାଜସ୍ଥାନର କରୌଲି ଠାରେ ଏକ ସଡକ ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ଘଟିଛି। ସମସ୍ତ ଲୋକ ମଧ୍ୟପ୍ରଦେଶର ଶୋପୁର ଜିଲ୍ଲାର ବାସିନ୍ଦା ବୋଲି ଜଣାପଡ଼ିଛି। କୈଲା ଦେବୀଙ୍କ ଦର୍ଶନ କରିବାକୁ ଯାଇଥିବା ସମୟରେ ଶ୍ରଦ୍ଧାଳୁଙ୍କ ତୀର୍ଥଯାତ୍ରା ଶେଷଯାତ୍ରା ପାଲଟିଛି। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ଶିଶୁ ଏବଂ ୬ ଜଣ ମହିଳାଙ୍କ ସମେତ ୯ ଜଣଙ୍କର ମୃତ୍ୟୁ ଘଟିଛି।୪ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ଜୟପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଦୁଇ ଜଣ ଆହତଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି।

    ସୋମବାର ଅପରାହ୍ନ ୫ ଟା ସମୟରେ କରୌଲି-ମାଣ୍ଡ୍ରାଏଲ୍ ରାସ୍ତାରେ ଡୁଣ୍ଡାପୁରା ଟର୍ନ ନିକଟରେ ଏହି ଦୁର୍ଘଟଣା ଘଟିଛି। କୁହାଯାଉଛି ଯେ ଟ୍ରକ ଏବଂ ବୋଲେରୋ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.7 ° C
    21.7 °
    21.7 °
    69 %
    1.8kmh
    100 %
    Wed
    22 °
    Thu
    25 °
    Fri
    26 °
    Sat
    25 °
    Sun
    22 °

    ସମ୍ବନ୍ଧିତ