Saturday, November 15, 2025
17.2 C
Odisha

    ଫେବ୍ରୁଆରି ୧୬ରୁ ଯୁକ୍ତ ୨ ପରୀକ୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଫେବ୍ରୁଆରି ୧୬ରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ମାର୍ଚ୍ଚ ୨୦ ତାରିଖରେ ଯୁକ୍ତ ୨ ପରୀକ୍ଷା ସରିବ। ଫେବ୍ରୁଆରି ୧୬ରୁ ଯୁକ୍ତ ୨ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ। ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ସୂଚୀ ମଧ୍ୟ ଘୋଷିତ ହୋଇଛି। ପ୍ରଥମେ ୧୬ତାରିଖ ଦିନ ବଜ୍ଞାନ ପରୀକ୍ଷା ରହିଛି । ପରଦିନ ଅର୍ଥାତ୍ ୧୭ ତାରିଖ ଦିନ କଳା ଓ ବାଣିଜ୍ୟ ପରୀକ୍ଷା ହେବ।ମିଳିଥିବା ସୂଚନା ଆଧାରରେ ଚଳିତ ବର୍ଷ ବିଜ୍ଞାନରେ ପ୍ରାୟ ୯୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଏହା ସହ କଳାରେ ପ୍ରାୟ ୪ ଲକ୍ଷ ଓ ବାଣିଜ୍ୟରେ ପ୍ରାୟ ୭୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବା ନେଇ ସୂଚନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    17.2 ° C
    17.2 °
    17.2 °
    63 %
    1.1kmh
    0 %
    Sat
    17 °
    Sun
    25 °
    Mon
    25 °
    Tue
    25 °
    Wed
    27 °

    ସମ୍ବନ୍ଧିତ