Monday, May 12, 2025
27.6 C
Odisha

    ମେ’ ୨୬ରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ, ପରୀକ୍ଷାର୍ଥୀ ରେଜଲ୍ଟ କେମିତି ପାଇପାରିବେ ଜାଣନ୍ତୁ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବହୁ ପ୍ରତୀକ୍ଷିତ ଦ୍ବାଦଶ ଶ୍ରେଣୀର ପରୀକ୍ଷା ଫଳ ଆସନ୍ତା ୨୬ ତାରିଖ ଦିନ ପ୍ରକାଶ ପାଇବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ବୁଧବାର ଦିନ ଗଣମାଧ୍ୟମକୁ ଏହି ସୂଚନା ଦିଆଯାଇଛି। ସିଏଚ୍‌ଏସ୍‌ଇ ପକ୍ଷରୁ କୁହାଯାଇଛି ଯେ, ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ୨୬ ତାରିଖ ଅପରାହ୍‌ଣରେ ପ୍ରକାଶ ପାଇବ। ପିଲାମାନେ ସିଏଚ୍‌ଏସ୍‌ଇର ୱେବ୍‌ସାଇଟ୍‌ www.orissaresults.nic.in ମାଧ୍ୟମରେ ପରୀକ୍ଷା ଫଳ ଦେଖିପାରିବେ।

    ସୂଚନାଯୋଗ୍ୟ, ଚଳିତ ବର୍ଷ ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟରେ ବାର୍ଷିକ ପରୀକ୍ଷା ଫେବୁଆରି ୧୬ ତାରିଖରେ ଆରମ୍ଭ ହୋଇଥିଲା। ଏହି ପରୀକ୍ଷା ମାର୍ଚ୍ଚ ୨୦ ତାରିଖରେ ଶେଷ ହୋଇଥିଲା। ଏବେ ପରୀକ୍ଷା ଫଳ ପ୍ରକାଶନ ନେଇ ତାରିଖ ଘୋଷଣା ହେଲା ପରେ ଛାତ୍ରଛାତ୍ରୀ, ଅଭିଭାବକ, ଶିକ୍ଷକ ଓ ଘରୋଇ ବିଦ୍ୟାଳୟର ମାଲିକମାନଙ୍କର ଚିନ୍ତା ବଢ଼ିଯାଇଛି। ଏହାର କାରଣ ହେଲା, ପିଲାମାନଙ୍କର ଫଳ କିପରି ହେବ?

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.6 ° C
    27.6 °
    27.6 °
    46 %
    1.4kmh
    5 %
    Mon
    42 °
    Tue
    42 °
    Wed
    43 °
    Thu
    43 °
    Fri
    42 °

    ସମ୍ବନ୍ଧିତ