Sunday, June 21, 2026
27.1 C
Odisha

    ଗ୍ରୀଷ୍ମ ପ୍ରବାହକୁ ନେଇ ମୋଦୀଙ୍କ ସମୀକ୍ଷା । ଖରାତାତିରୁ ମୁକାବିଲା ପାଇଁ କାର୍ଯ୍ୟ କରିବାକୁ ଆହ୍ୱାନ

    ଆଗକୁ ପଢନ୍ତୁ

    ଦେଶରେ ତାତି ବଢ଼ୁଥିବା ବେଳେ ଗ୍ରୀଷ୍ମ ପ୍ରବାହକୁ ନେଇ ସମୀକ୍ଷା ବୈଠକ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏପ୍ରିଲରୁ ଜୁନ୍ ମାସ ପର୍ଯ୍ୟନ୍ତ ଦେଶରେ କ’ଣ ରହିବ ଗ୍ରୀଷ୍ମ ପ୍ରବାହର ସ୍ଥିତି ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି । ଗ୍ରୀଷ୍ମ ପ୍ରବାହ ସହ ଅଂଶୁଘାତର ମୁକାବିଲା ନେଇ ଏହି ବୈଠକରେ ଆଲୋଚନା ହୋଇଛି । ରାଜ୍ୟରୁ ଆରମ୍ଭ କରି ଜିଲ୍ଲା ସ୍ତରରେ ସମନ୍ୱୟ ରକ୍ଷା କରି ଖରାତାତିରୁ ମୁକାବିଲା ପାଇଁ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ଗୃହ ସଚିବ, ଆଇଏମଡି ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅଧିକାରୀ ଏହିି ସମୀକ୍ଷା ବୈଠକରେ ସାମିଲ ହୋଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.1 ° C
    27.1 °
    27.1 °
    74 %
    1.8kmh
    92 %
    Sat
    28 °
    Sun
    33 °
    Mon
    38 °
    Tue
    38 °
    Wed
    37 °

    ସମ୍ବନ୍ଧିତ