Tuesday, November 18, 2025
14.1 C
Odisha

    ଗ୍ରୀଷ୍ମ ପ୍ରବାହକୁ ନେଇ ମୋଦୀଙ୍କ ସମୀକ୍ଷା । ଖରାତାତିରୁ ମୁକାବିଲା ପାଇଁ କାର୍ଯ୍ୟ କରିବାକୁ ଆହ୍ୱାନ

    ଆଗକୁ ପଢନ୍ତୁ

    ଦେଶରେ ତାତି ବଢ଼ୁଥିବା ବେଳେ ଗ୍ରୀଷ୍ମ ପ୍ରବାହକୁ ନେଇ ସମୀକ୍ଷା ବୈଠକ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏପ୍ରିଲରୁ ଜୁନ୍ ମାସ ପର୍ଯ୍ୟନ୍ତ ଦେଶରେ କ’ଣ ରହିବ ଗ୍ରୀଷ୍ମ ପ୍ରବାହର ସ୍ଥିତି ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି । ଗ୍ରୀଷ୍ମ ପ୍ରବାହ ସହ ଅଂଶୁଘାତର ମୁକାବିଲା ନେଇ ଏହି ବୈଠକରେ ଆଲୋଚନା ହୋଇଛି । ରାଜ୍ୟରୁ ଆରମ୍ଭ କରି ଜିଲ୍ଲା ସ୍ତରରେ ସମନ୍ୱୟ ରକ୍ଷା କରି ଖରାତାତିରୁ ମୁକାବିଲା ପାଇଁ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ଗୃହ ସଚିବ, ଆଇଏମଡି ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅଧିକାରୀ ଏହିି ସମୀକ୍ଷା ବୈଠକରେ ସାମିଲ ହୋଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    14.1 ° C
    14.1 °
    14.1 °
    68 %
    1.2kmh
    10 %
    Mon
    14 °
    Tue
    25 °
    Wed
    26 °
    Thu
    27 °
    Fri
    29 °

    ସମ୍ବନ୍ଧିତ