Saturday, July 27, 2024
24.6 C
Odisha

    ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ଟିପ୍ସ ଦେଲେ ପ୍ରଧାନମନ୍ତ୍ରୀ ମୋଦୀ, ଛାତ୍ରଛାତ୍ରୀଙ୍କ ପ୍ରୋଜେକ୍ଟ ବୁଲି ଦେଖିଲେ

    ଆଗକୁ ପଢନ୍ତୁ

    ପରୀକ୍ଷାର୍ଥୀଙ୍କୁ ପରୀକ୍ଷା ଟିପ୍ସ ଦେଉଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଏହି କାର୍ଯ୍ୟକ୍ରମରେ ୨ କୋଟିରୁ ଅଧିକ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକ ପଞ୍ଜୀକରଣ କରିଛନ୍ତି । ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ସମସ୍ତଙ୍କୁ ସମ୍ବୋଧନ କରି ପରୀକ୍ଷା ସମ୍ପର୍କରେ ଆଲୋଚନା କରୁଛନ୍ତି ।କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରୀକ୍ଷା ପେ ଚର୍ଚ୍ଚା ୨୦୨୪ କାର୍ଯ୍ୟକ୍ରମ ସମ୍ପର୍କିତ ସୂଚନା ଟୁଇଟରରେ ସେୟାର କରିଛନ୍ତି । ତାଙ୍କ କହିବା ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦୀଙ୍କ ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ପିପିସି ୨୦୨୪ ପାଇଁ ୨ କୋଟି ୨୬ ଲକ୍ଷ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଛନ୍ତି । ନୂଆଦିଲ୍ଲୀର ଭାରତ ମଣ୍ଡପମ୍, ଆଇଟିପିଓ, ପ୍ରଗତି ମଇଦାନରେ ପୂର୍ବାହ୍ନ ୧୧ଟାରୁ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରୀକ୍ଷା ପେ ଚର୍ଚ୍ଚାର ଏହା ହେଉଛି ସପ୍ତମ ସଂସ୍କରଣ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଛାତ୍ରଛାତ୍ରୀ, ଶିକ୍ଷା ଓ ଅନ୍ୟାନ୍ୟ ଛାତ୍ରଛାତ୍ରୀଙ୍କୁ ସମ୍ବୋଧନ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ