Friday, January 23, 2026
14.4 C
Odisha

    ମେ ୧୯ ରେ ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୯ ତାରିଖରେ ପୁଣି ଓଡ଼ିଶା ଆସିବେ। ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୯ ତାରିଖ ସନ୍ଧ୍ୟାରେ ନରେନ୍ଦ୍ର ମୋଦୀ ରାଜ୍ୟ ବିଜେପି କାର୍ଯ୍ୟାଳୟରେ କର୍ମକର୍ତ୍ତାଙ୍କ ସମୀକ୍ଷା ବୈଠକରେ ଯୋଗ ଦେବେ। ସେ ଭୁବନେଶ୍ବରରେ ରାତ୍ରୀଯାପନ କରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    14.4 ° C
    14.4 °
    14.4 °
    91 %
    1.5kmh
    0 %
    Fri
    29 °
    Sat
    30 °
    Sun
    31 °
    Mon
    32 °
    Tue
    32 °

    ସମ୍ବନ୍ଧିତ